ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମୀୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ ।